ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ବଢ଼ିଲା E-KYC ଅବଧି,

Feb 15, 2025 - 17:33
Feb 15, 2025 - 17:37
 0  6
ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ବଢ଼ିଲା E-KYC ଅବଧି,

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ବଢ଼ିଲା E-KYC ଅବଧି,

ଭୂବନେଶ୍ୱର,ଶୁଭମ ବାର୍ତ୍ତା :- ୧୫ା୨: ଏବେ ରାଶନ କାର୍ଡ ହିତାଧିକାରୀଙ୍କ E-KYC ଅପଡେଟ୍‌ କରାଯାଉଛି। ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର E-KYCକୁ ନେଇ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଏହି ଅବଧି ଆଉ ଫେବୃଆରୀ ୧୫ ପରେ ବଢ଼ିବନି ବୋଲି ମନ୍ତ୍ରୀ ପୂର୍ବରୁ କହିଥିବା ବେଳେ ଆଜି ଏହି ଅବଧିକୁ ପୁଣି ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ବଢ଼ାଇଛନ୍ତି।ମନ୍ତ୍ରୀ କହିଛନ୍ତି, ନେଟ୍‌ଓ୍ବର୍କ ସମସ୍ୟା ପାଇଁ କିଛି ସ୍ଥାନରେ E-KYC ଅପଡେଟ ହୋଇପାରିନି। ଏହାକୁ ଦୃଷ୍ଟିରେ ରଖି ତଥା ଲୋକଙ୍କ ଦାବିକୁ ଦୃଷ୍ଟିରେ ରଖି ଅବଧିକୁ ପୁଣି ବଢ଼ାଯାଇଥିବା ମନ୍ତ୍ରୀ କହିଛନ୍ତି।

What's Your Reaction?

like

dislike

love

funny

angry

sad

wow