ଭବାନୀପାଟଣା ରେ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ,

ଭବାନୀପାଟଣା ରେ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ
ଭବାନୀପାଟଣା ଶୁଭମ ବାର୍ତ୍ତା :- ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିଅମ ଠାରେ ୭୮ ତମ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟ କ୍ରମ ରେ ମୁଖ୍ୟ ଅତିଥି ଭାବରେ ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଓ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରିଥିଲେ । ୪୧ଟି ପ୍ଲାଟୁନ ସାମୁହିକ ପ୍ୟା ରେ ଡ଼ ପ୍ରଦର୍ଶନ କରିଥିଲେ । ଜିଲ୍ଲାପାଳ ସଚିନ ପାୱାର ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ ତଥା ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଉପସ୍ଥିତ ଥିଲେ । ।ଏହି ଅବସରରେ ଶିକ୍ଷା ତଥା ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ବ୍ୟକ୍ତି ବିଶେଷ ଙ୍କୁ ପୁରସ୍କୃତ କରାଯାଇଥିଲା
କଳାହାଣ୍ଡି ଜିଲ୍ଲା ପ୍ରତିନିଧି ଜଗତ ରାମ୍ ସାହୁ ଶୁଭମ୍ ବାର୍ତ୍ତା
What's Your Reaction?






